ଗାଁରେ ପାନୀୟ ଜଳ ସମସ୍ୟା ପ୍ରତିବାଦରେ ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ

ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ ଲାଲଖମଣ ଛକରେ ଦାମୁସାହି ଗ୍ରାମବାସୀ ରାସ୍ତାରୋକ କରିଛନ୍ତି।

ରାସ୍ତାରୋକ ଯୋଗୁ ଉଦଳା-ବାରିପଦାକୁ ଗମନାଗମନ ପ୍ରଭାବିତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes