ଗାଁ ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଭଟି ଗାଁ ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି।

ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ପୁଲିସ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes