ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର ଜିଲ୍ଲା ଖୁଜେନପାଲି ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଠାବ ହୋଇଛି।

ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes