ଗାଇସିଲେଟ୍‌ ଥାନା ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଗାଇସିଲେଟ୍‌ ଥାନା ଅଧିକାରୀ ବୀରବର ଭଗତଙ୍କ ଘରେ ରେଡ୍‌ କରୁଛି ଭିଜିଲାନ୍ସ।

ସମ୍ବଲପୁର ଓ ବରଗଡ଼ର ୪ଟି ସ୍ଥାନରେ ଚାଲିଛି ରେଡ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes