ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ଜାନୁଆରୀ ୧୫ ତାରିଖରୁ କଟିବ ଚାଲାଣ

୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ କଟିବ ଚାଲାଣ ବୋଲି ଅତିରିକ୍ତ ପରିବହନ କମିଶନର (ଏନ୍‌ଫୋର୍ସମେଣ୍ଟ୍) ଲାଲ ମୋହନ ସେଠୀ ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes