ଗାଧୋଇବା ବେଳେ ସମୁଦ୍ରରେ ବୁଡ଼ି ୨ ପର୍ଯ୍ୟଟକ ମୃତ

ପୁରୀ ସ୍ୱର୍ଗଦ୍ୱାର ନିକଟ ୧୩ନଂ ସେକ୍ଟରରେ ଗାଧୋଇବା ବେଳେ ଅଘଟଣ ଘଟିଛି।

ଜଣେ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସମସ୍ତ ୩ ପର୍ଯ୍ୟଟକ ପଶ୍ଚିମବଙ୍ଗରୁ ଆସିଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes