ଗାନ୍ଧି ଜୟନ୍ତୀ ଉତ୍ସବ ପାଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସହର ସ୍ଥିତ ଗାନ୍ଧି ମନ୍ଦିର ଠାରେ ଆଜି ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀ ଉତ୍ସଵ ପାଳନକୁ ନେଇ ଗାନ୍ଧି ମନ୍ଦିର କମିଟି ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।

ଏହି ବୈଠକରେ ଗାନ୍ଧି ମନ୍ଦିର ର ବରିଷ୍ଠ ଉପଦେଷ୍ଟା ମାନ୍ୟବର ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ନଗରପାଳ ଶ୍ରୀ ଧର୍ମାନନ୍ଦ ପରିଡା ଯୋଗ ଦେଇଥିଲେ

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes