ଗାନ୍ଧି ମୂର୍ତ୍ତି ତଳେ ବିଜେପି ସଦସ୍ୟଙ୍କ ଧାରଣା

ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭାର ପ୍ରଶ୍ନକାଳ ଭଳି ଶୂନ୍ୟକାଳରେ ମଧ୍ୟ ବିଜେପି ସଦସ୍ୟ ହଟ୍ଟଗୋଳ କରିଛନ୍ତି।

ଶୂନ୍ୟକାଳରେ କକ୍ଷତ୍ୟାଗ କରି ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ବିଜେପି ସଦସ୍ୟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes