ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଗୁଢିଆଲି ଠାରେ ମା ଭୈରବୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ଆଜି ୨୪ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ପୂଜକ ଶୁଶିଲ କୁମାର ପାଣିଗ୍ରାହୀ ପୂଜା କାର୍ଯ୍ୟ ତୁଲାଉଥିବା ବେଳେ କମ୍ଭୁ ନାଏକ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ଏହି କାର୍ଯ୍ୟକ୍ରମଟି ଗ୍ରାମବାସୀଙ୍କ ସହଯୋଗ ଅନୁଷ୍ଠିତ ହେଉଛି।