ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ଜଣେ ଅଟକ

ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଛେରାଟାଙ୍ଗରା ଗ୍ରାମରେ ଗୁଣିଗାରେଡି କରୁଥିବା ସନ୍ଦେହରେ ଜଣେ ବୟସ୍କ ବ୍ୟକ୍ତିଙ୍କୁ ତାଙ୍କ ପଡୋଶୀ ହତ୍ୟା କରିଥିବା ଅଭିଯୋଗ ହୋଇଛି l

ପୁଲିସ ଏହି ଘଟଣାରେ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes