ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ଘରେ ସିଏମସିର ଚଢ଼ାଉ

ଅସ୍ୱାସ୍ଥ୍ୟକର ପରିବେଶରେ ଗୁପ୍‌ଚୁପ୍‌ ପ୍ରସ୍ତୁତ ହେଉଥିବା ନେଇ ଅଭିଯୋଗ ହେବା ପରେ କଟକ ମହାନଗର ନିଗମ ପକ୍ଷରୁ ସହରର ବିଭିନ୍ନ ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ଘରେ ଚଢ଼ାଉ ଜାରି ରହିଛି।

ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ସିଏମସି ଅଚାନକ ଚଢ଼ାଉ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes