ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା

ରାହୁଲ ଗାନ୍ଧିଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋହଲ୍ଲା କରିଛନ୍ତି।

କଳା ପୋଷାକ ପିନ୍ଧି ଗୃହ ମଧ୍ୟ ଭାଗକୁ ଆସି ନାରାବାଜି କରିଛନ୍ତି ବାଚସ୍ପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes