ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ବାବନ୍ଧ ଗାଁରେ ଏହି ଘଟଣା ଘଟିଛି।
ଦମ୍ପତିଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଗୋଚର ଜମିରେ ବାଡ଼ ଭଙ୍ଗାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଦେଇଥିଲା। ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୁଲିସ ପହଞ୍ଚିଲା।
Credible Local News of Odisha