ଗୋଚର ଜମି ଜବରଦଖଲକୁ ବିରୋଧ କଲେ ଗ୍ରାମବାସୀ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ କେନଝିରିଆପାଲି ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବହଳପଦର ପଞ୍ଚାୟତର ବଡମାଳ ଗ୍ରାମରେ ଗୋଚର ଜମି ଜବରଦଖଲକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ସୋମବାର ଏ ନେଇ ଗ୍ରାମବାସୀ ତୁରନ୍ତ ଜବରଦଖଲ ଉଚ୍ଛେଦ କରାଯିବାକୁ ଦାବି କରି ବୀରମହାରାଜପୁର ତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ କରିଥିବା ଜଣାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes