ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଶିଣ୍ଡିପଦର ପଞ୍ଚାୟତ ଅନ୍ତର୍ଗତ ଗବଜର ସ୍ଥିତ ଶ୍ରୀ ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟାନନ୍ଦ ସାହୁ ଆଜି ଚାକିରିରୁ ଅବସର ଗ୍ରହଣ କରିଛନ୍ତି।
ଏହି ଅବସରରେ ସ୍କୁଲରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।