ଗୋଧନେଶ୍ଵର ଶୈବପୀଠରେ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଥିବା ପ୍ରସିଦ୍ଧ ଗୋଧନେଶ୍ଵର ଶୈବପୀଠ ଠାରେ ଗୋ- ମନ୍ଦିର ପ୍ରତିଷ୍ଠା ଅବସରରେ ଆଜି ଏକ ଦିବସୀୟ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବ୍ୟାସ ଅଷିତ ଷଡ଼ଙ୍ଗୀ ପୁରାଣ ପଠନ କରୁଛନ୍ତି। ଏହି ଅବସରରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସମାଗମ ହୋଇଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes