ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳକୁ ଝାରସୁଗୁଡ଼ାରୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପ୍ରସ୍ତାବ ଦେଇଛି ଜେଲ୍ ବିଭାଗ।
ଚୌଦ୍ୱାର ଜେଲ୍କୁ ସ୍ଥାନାନ୍ତର ନେଇ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଏ ନେଇ ଝାରସୁଗୁଡ଼ା ଜେଲ୍ ଅଧୀକ୍ଷକଙ୍କ ଜରିଆରେ କୋର୍ଟକୁ ଅବଗତ କରାଯାଇଛି।
Credible Local News of Odisha