ଗୋପାଳକୁ ୪ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି

ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।

ଗୋପାଳକୁ ୪ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes