ଗୋପାଳପୁରରୁ ୪୯୦ କିମି ଏବଂ ପୁରୀରୁ ୫୭୦କିମି ଦୂରରେ କେନ୍ଦ୍ରୀଭୂତ “ଅସାନି”

ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ ଅଛି ଭୀଷଣ ବାତ୍ୟା “ଅସାନି”।

ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଛି ବୋଲି ଭୁବନେଶ୍ବରସ୍ଥିତ ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes