ଗୋବିନ୍ଦପୁର ସ୍କୁଲରେ ଶିକ୍ଷକ ସମୀକ୍ଷା ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ସୁବଳୟା କ୍ଲଷ୍ଟରର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗୋବିନ୍ଦପୁର ଠାରେ ଆଜି କ୍ଲଷ୍ଟର ସ୍ତରୀୟ ଶିକ୍ଷକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।

ଏଥିରେ ମୁଖ୍ୟ ଅତିଥି ବୀରମହାରାଜପୁର ବିଇଓ ଶାନ୍ତନୁ କୁମ୍ଭକାର ଓ ସମ୍ମାନିତ ଅତିଥି ଏବିଇଓ ଚମ୍ପେଶ୍ୱର ଦାଶ ଓ ସିଆରସିସି ସଭାପତି ଯମ୍ବେଶ୍ୱର ଦିପ୍ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes