ଗୋଲାମୁଣ୍ଡା ଆଦର୍ଶ ବିଦ୍ୟାଳୟରେ ବନମହୋତ୍ସବ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଆଦର୍ଶ ବିଦ୍ୟାଳୟରେ ଆଜି ବନମହୋତ୍ସବ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ବ୍ଳକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଓ ଜିଲ୍ଲାପରିଷଦ ସଦସ୍ୟା ହେମାଙ୍ଗିନି ରାଉତ ଯୋଗଦେଇ ବୃକ୍ଷ ରୋପଣ ର ଉପକାରିତା ଉପରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes