ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡ୍ରଗ୍ ହାଉସରେ ନିଆଁ

ଅନୁଗୁଳ ଜିଲ୍ଲା କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡ୍ରଗ୍ ହାଉସରେ ନିଆଁ ଲାଗିଛି।

ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes