ଗ୍ରାମକୁ ବିଦ୍ୟୁତ ସଂଯୋଗ ପାଇଁ ଦାବି

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ସାଳଚୁଆ ପଞ୍ଚାୟତ ସାଗର ସାହିରେ ୨୫ରୁ ୩୦ ପରିବାର ବସବାସ କରୁଥିବା ବେଳେ ବିଦ୍ୟୁତ ସଂଯୋଗ ହୋଇ ନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ।

ଆଜି ଗ୍ରାମର ସମସ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ଏକ ଦାବିପତ୍ର ସରପଞ୍ଚ, ବ୍ଲକ ଉନ୍ନୟନ ଅଧିକାରୀ, ପୁଲିସ ପ୍ରସାଶନକୁ ପ୍ରଦାନ କରିଛନ୍ତି । ତୁରନ୍ତ ଗ୍ରାମକୁ ବିଦ୍ୟୁତ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି ଗ୍ରାମବାସୀ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes