ଗ୍ରାମାଞ୍ଚଳର ବିକାଶ ପାଇଁ ପଞ୍ଚାୟତ ସମିତି ବୈଠକ

ଗ୍ରାମାଞ୍ଚଳର ବିକାଶ ପାଇଁ ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ପକ୍ଷରୁ ଜୟବନ୍ଧ ଠାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବିଶେଷ କରି ଗ୍ରାମାଞ୍ଚଳରେ ଥିବା ପାନୀୟ ଜଳ ସମସ୍ୟା, ରାସ୍ତା, ବିଦ୍ୟୁତ୍, ଶିକ୍ଷା ପରି ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହେବା ସହ ତାହାକୁ କିପରି ଗୁରୁତ୍ବ ଦିଆଯିବ ସେ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes