ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବ ହେଲେ ସଞ୍ଜୟ ସିଂ

1997 ବ୍ୟାଚର ଆଇଏଏସ ସଞ୍ଜୟ କୁମାର ସିଂଙ୍କୁ ଆଜି ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରିଛନ୍ତି l ଏଥି ସହ ସେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଏବଂ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ଼ର ଏମଡି ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes