ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଜିଲ୍ଲାର ନିମାପଡାରେ କାର୍ଯ୍ୟରତ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଭୁବନେଶ୍ୱର, ନିମାପଡା ଓ ଢେଙ୍କାନାଳ ସ୍ଥିତ ବାସଭବନ ଏବଂ କାର୍ଯ୍ୟାଳୟକୁ ମିଶାଇ ସାତଟି ସ୍ଥାନରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes