ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସ୍ୱାଧୀନତା ଦିବସ ପାଳନ

ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଏଣ୍ଡଳବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଥିବା ବେଳେ ଏଣ୍ଡଳବା ଗ୍ରାମ ସ୍ଥିତ ପଂଚାୟତ କାଯ୍ୟାର୍ଳୟର ପରିସରରେ ସରପଞ୍ଚ ସସ୍ମିତା ଖିଲାର ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

ଏହି ଅବସରରେ ସମସ୍ତ ୱାର୍ଡର ସଭ୍ୟ ଏବଂ ସଭ୍ୟା, ସମାଜସେବୀ, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ ମାନେ ଉପସ୍ଥିତ ରହି ଜାତୀୟ ସଂଗୀତ ଗାନ କରିବାସହ ସ୍ଲୋଗାନ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version