ଗ୍ରୀଷ୍ମପ୍ରବାହ ନେଇ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୋନପୁର ,ସମ୍ବଲପୁର,ନୂଆପଡା, ବରଗଡ଼, ବଲାଙ୍ଗିର ଝାରସୁଗୁଡା, କଳାହାଣ୍ଡି ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes