ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ

ଗଞ୍ଜାମ ଜିଲ୍ଲା ଗୋପାଳପୁର ରାମଚନ୍ଦ୍ରପୁର ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ବାପାର ମୃତ୍ୟୁ ପରେ ଆଜି ଗୁରୁତର ପୁଅର ମୃତ୍ୟୁ ଘଟିଛି।

କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପୁଅର ମୃତ୍ୟୁ ହୋଇଛି। ଗତ ୨୨ ତାରିଖରେ ଘର ଭିତରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes