ଗ୍ୟାସ ଲିକ୍ରୁ ଅଗ୍ନିକାଣ୍ଡ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ଅନୁଗୁଳ ଜିଲ୍ଲା ତୁରଙ୍ଗ ଗ୍ରାମର ସଞ୍ଜୟ ସେଠିଙ୍କ ଘରେ ଆଜି ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ଘଟି ଘରର ଆସାବପତ୍ର ପୋଡି ନଷ୍ଟ ହୋଇଯାଇ ଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ ସୂଚନା ଦେଇଛନ୍ତି ।

ଏହି ଅଗ୍ନିକାଣ୍ଡରେ ପରିବାର ଲୋକେ ବର୍ତ୍ତି ଯାଇଥିବା ଜଣାପଡିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes