ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ଏହା ପ୍ରଭାବରେ ରାଜ୍ୟର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ଲାଗି ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା କରିଛି ପାଣିପାଗ ବିଭାଗ।