ଘରୁ ମାଆର ରକ୍ତାକ୍ତ ଓ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମପ୍ରସାଦ ଗାଁରେ ଏହି ଘଟଣା ଘଟିଛି।

ଗଳା କଟା ଅବସ୍ଥାରେ ମାଆର ମୃତଦେହ ଉଦ୍ଧାର ହୋଇଥିବା ବେଳେ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes