ଘରେ ପଶି ବୃଦ୍ଧାଙ୍କୁ ହତ୍ୟା ଅଭିଯୋଗ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିସ୍ଥିତ ଭୀଷ୍ମଗିରି କଲେଜ ନିକଟରେ ବିଳମ୍ବିତ ରାତିରେ ଘରେ ପଶି ଜଣେ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ।

୭୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରି ସୁନା ଓ ଟଙ୍କା ଲୁଟ୍ କରିଥିବା ସୂଚନା ମିଳିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version