ଘରେ ପଶି ଶ୍ବଶୁର ଓ ବୋହୂଙ୍କୁ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର ମଞ୍ଚେଶ୍ବର ଥାନା ପଦ୍ମକେଶରପୁର ଗାଁରେ ଗଣ୍ଡଗୋଳରୁ ଏହି ଘଟଣା ଘଟିଛି।

ଗୁରୁତର ଅବସ୍ଥାରେ ଶ୍ବଶୁର ଓ ବୋହୂଙ୍କୁ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes