ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ଼ ଜିଲ୍ଲା ଭଟଲି ଥାନା ଭଡ଼ିଗାଁରେ ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି।

ଗତ ଡିସେମ୍ବର ୨ରେ ଦମ୍ପତିଙ୍କ ଏକମାତ୍ର ଝିଅକୁ ହତ୍ୟା କରାଯାଇଥିଲା।ଘଟଣାରେ ହତ୍ୟା ଅଭିଯୁକ୍ତ ଗିରଫ ହୋଇ ଜେଲ୍ ଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes