ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର, ସ୍ବାମୀ ଗୁରୁତର

ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଡେଙ୍ଗାଡ଼ି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ସ୍ବାମୀକୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଉଭୟ ସ୍ବାମୀସ୍ତ୍ରୀ ଶିକ୍ଷକ-ଶିକ୍ଷୟିତ୍ରୀ ଥିଲେ। ସେମାନେ ଅନ୍‌ଲାଇନ୍‌ ମନି ଗେମ୍‌ ପାଇଁ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes