ଘର ଭିତରୁ ଶିଶୁ କନ୍ୟା ସହ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଲର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଆଜି ସକାଳେ ଏକ ଘରୁ ଦମ୍ପତିଙ୍କ ସହ 15 ମାସର ଶିଶୁ କନ୍ୟାର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ପୁଲିସ କହିଛି l

ମୃତ ଦମ୍ପତିଙ୍କ ଘର ମହାରାଷ୍ଟ୍ରରେ ହୋଇଥିବା ବେଳେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡ଼ିନାହିଁ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes