ଚକାବରରେ ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ‌ଚକାବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି।

ଏଥିରେ ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes