ଚକା ଫାଟିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ, ୪୦ ଆହତ

କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାଗ୍ରସ୍ତ ‘ସାଲୁଙ୍କି’ ବସ୍ ମୁନିଗୁଡ଼ାରୁ ଫୁଲବାଣୀ ଆସୁଥିଲା।ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes