ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ରଘୁନାଥ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ।
Credible Local News of Odisha