ଚନ୍ଦ୍ରଚୂଡ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଆଜି ପଞ୍ଚକର ପ୍ରଥମ ପାଳିରେ ଚନ୍ଦ୍ରଚୂଡ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର।

ପ୍ରଥମ ଥର ପାଇଁ ଏଲ୍ଇଡି ପର୍ଦ୍ଦାରେ ବାବାଙ୍କୁ ଦର୍ଶନ କରୁଛନ୍ତି ଭକ୍ତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes