ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାପୁର ଠାରେ ଆଜି ପବିତ୍ର ପଞ୍ଚୁକ ଅବସରରେ ୪୧ ତମ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ପୂଜକ ମଧୁସୂଦନ ଚାନ୍ଦ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ହୁର୍ଷୀକେଶ ମେହେର କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରୁଛନ୍ତି।