ଚମ୍ପାମାଳର ପ୍ରସିଦ୍ଧ ରାମଲୀଳା ଉଦଯାପିତ

ଶ୍ରୀରାମଙ୍କ ରାଜ୍ୟାଭିଷେକ ଉତ୍ସବ ସହ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଳର ପ୍ରସିଦ୍ଧ ରାମଲୀଳା ମହୋତ୍ସବ ଉଦଯାପିତ ହୋଇଯାଇଛି । ୨୨ ଦିନ ଧରି ଚାଲିଥିବା ରାମଲୀଳାରେ ଭଗବାନ ଶ୍ରୀରାମଙ୍କ ଜୀବନୀ ଉପରେ ଆଧାରିତ ଲୀଳା ନାଟକ ମଞ୍ଚସ୍ଥ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version