ଚଳିତ ବର୍ଷର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ ୪୪,୨୪୫ ଜଣ ଛାତ୍ରଛାତ୍ରୀ

୪,୪୬୨ ଅନୁପସ୍ଥିତ ପିଲା ସହ ମୟୂରଭଞ୍ଜ ଉପରେ ଥିବା ବେଳେ ଦ୍ୱିତୀୟରେ ୩,୨୭୩ ଜଣଙ୍କ ସହ ଗଞ୍ଜାମ ରହିଛି ବୋଲି ବିଧାନସଭାରେ ଉତ୍ତର ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ।

ଏ ବିଷୟରେ ତଦନ୍ତ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes