ଚଳିତ ବର୍ଷ ରଥଯାତ୍ରାରେ ସାମିଲ ହେବେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ

ଚଳିତ ବର୍ଷ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରାରେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ହାଇକୋର୍ଟ ମୁଖ୍ୟ ବିଚାରପତି ସାମିଲ ହେବେ।

ଏଥିପାଇଁ ପ୍ରଶାସନ ପକ୍ଷରୁ ସିଂହଦ୍ବାର ନିକଟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ଆଜି ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଅଧିକାରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes