ଚଳିତ ବର୍ଷ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା

ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ପାରି ନଥିଲା, ଏଥର ହେବ ବୋଲି କହିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ।

ଏ ନେଇ ଖୁବଶୀଘ୍ର ତାରିଖ ଘୋଷଣା ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ପରୀକ୍ଷା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes