ଚାଲିଛି ରାଜ୍ୟ କଂଗ୍ରେସର ନବ ସଂକଳ୍ପ ଶିବିର

ଭୁବନେଶ୍ୱରରେ ରାଜ୍ୟ କଂଗ୍ରେସର ସଭାପତି ଶରତ ପଟ୍ଟନାୟକ ନେତୃତ୍ୱରେ ନବ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି।

ଏଥିରେ ତୃଣମୂଳସ୍ତରରେ କଂଗ୍ରେସକୁ ସୁଦୃଢ କରିବାକୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କରାଯାଉଛି ।ଏଥିରେ କଂଗ୍ରେସର ନେତା ଓ ବିଧାୟକମାନେ ଯୋଗ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes