ଚିକିତ୍ସାଧୀନ ଅବସ୍ଥାରେ ପୁଲିଂ ଅଫିସରଙ୍କ ମୃତ୍ୟୁ

ଧାମନଗର ଉପନିର୍ବାଚନର ୧୩୯ ନମ୍ବର ବୁଥର ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି।

ଗତକାଲି ଅସୁସ୍ଥ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଏସସିବିରେ ତାଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes