ଛତିଶଗଡ଼ରେ ନକ୍ସଲ ହମଲା ପରେ ଓଡ଼ିଶାର ୩ ଜିଲ୍ଲାରେ ହାଇ ଆଲର୍ଟ

ଛତିଶଗଡ଼ ସୀମାକୁ ଲାଗିଥିବା ୩ ଜିଲ୍ଲା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରକୁ ଆଲର୍ଟ ଜାରି କରାଯାଇଛି।

କମ୍ବିଂ ଅପରେସନ ଜୋରଦାର କରିବା ସହ ସୀମା ଅଞ୍ଚଳରେ ଚେକିଂ, ବ୍ଲକିଂ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ପୁଲିସ ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡା ଏହି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes