ଛାତରୁ ଡେଇଁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା

ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ଅଗ୍ନିଶମ କେନ୍ଦ୍ରର କର୍ମଚାରୀ ଜୟନ୍ତ ଧାରୁଆ ଗତକାଲି ବିଳମ୍ବିତ ରାତିରେ ଛାତରୁ ଡେଇଁ ପଡିବାରୁ ତାଙ୍କୁ ସହକର୍ମୀ ମାନେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ l
ଆଜି ତାଙ୍କର ମୃତ୍ୟୁ ହୋଇଥିବା କର୍ତ୍ତୃପକ୍ଷ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes